Joshua 4:23 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ପାର ହବୋୟାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କର ଶକ୍ତିବଳ ରେ ସୂଫ ସମକ୍ସ୍ଟଦ୍ର ଶିଷ୍କ କରିଥିଲେ, ସହେିପରି ତୁମ୍ଭମାନେେ ପାର ହବୋ ପର୍ୟ୍ଯନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ୟର୍ଦ୍ଦନ ନଦୀ ଶକ୍ସ୍ଟଷ୍କ କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସୂଫ ସମୁଦ୍ର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;