Joshua 4:24 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମକ୍ସ୍ଟଦାଯ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ସର୍ବଦା ଭୟ କରି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”
Odia IRV 2017 (ଓଡିଆ ବାଇବେଲ)
(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।