Joshua 4:3 — Compare Translations

5 translations compared side by side

Odia - 1840
"ଏହିପରି ଭାବେ ସମାନଙ୍କେୁ ଆଦେଶ ଦିଅ: ଯେଉଁଠା ରେ ଯାଜକଗଣ ନଦୀ ମଝି ରେ ଛିଡା ହାଇେଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତକ୍ସ୍ଟମ୍ଭ ସହିତ ସହେି ବାରଟି ଶିଳାଖଣ୍ତକକ୍ସ୍ଟ ବହିନିଅ। ତୁମ୍ଭେ ଯେଉଁଠା ରେ ରାତି କଟାଇବାକକ୍ସ୍ଟ ଯୋଜନା କରିଛ, ସଗେକ୍ସ୍ଟଡିକ ସଠାେରେ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାର ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବେ ସେମାନଙ୍କୁ ଆଦେଶ ଦିଅ, ଯେଉଁଠାରେ ଯାଜକଗଣ ନଦୀ ମଝିରେ ଛିଡ଼ା ହୋଇଥିଲେ ବାରଟି ଶିଳାଖଣ୍ତ ସଂଗ୍ରହ କର। ତୁମ୍ଭ ସହିତ ସେହି ବାରଟି ଶିଳାଖଣ୍ଡକୁ ବହିନିଅ। ତୁମ୍ଭେ ଯେଉଁଠାରେ ରାତି କଟାଇବାକୁ ଯୋଜନା କରିଛ, ସେଗୁଡ଼ିକ ସେଠାରେ ରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।