Joshua 4:5 — Compare Translations
5 translations compared side by side
Odia - 1840
"ଯିହାଶୂେୟ ସହେି ବାରଜଣ ଲୋକଙ୍କକ୍ସ୍ଟ କହିଲେ, ୟର୍ଦ୍ଦନ ନଦୀର ମଝିକକ୍ସ୍ଟ ୟାଅ ଯେଉଁଠା ରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ଠିଆ ହାଇେ ଥିଲେ, ତୁମ୍ଭମାନେେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସଠାେରକ୍ସ୍ଟ ତୁମ୍ଭମାନେେ ପ୍ରେତ୍ୟକକ ଗୋଟିଏ ଲଖାେଁଏ ଶିଳା ତକ୍ସ୍ଟମ୍ଭ କାନ୍ଧ ରେ ବହି ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;