Joshua 4:6 — Compare Translations

5 translations compared side by side

Odia - 1840
"ସହେି ଶିଳାଗକ୍ସ୍ଟଡିକ ତୁମ୍ଭମାନଙ୍କର ଏକ ପ୍ରତୀକ ହାଇେ ରହିବ। ଭବିଷ୍ଯତ ରେ ଯେତବେେଳେ ତୁମ୍ଭର ପିଲାମାନେ ଉତ୍ସୁକ ହାଇେ ତୁମ୍ଭକୁ ପଗ୍ଭରିବେ, 'ଏହି ପଥରଗକ୍ସ୍ଟଡିକ ତକ୍ସ୍ଟମ୍ଭ ପାଇଁ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,