Joshua 4:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ୟର୍ଦ୍ଦନ ନଦୀର ଜଳ ଧାରକକ୍ସ୍ଟ ବନ୍ଦ କରିଥିଲେ। ସହେି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ୟକ୍ସ୍ଟକ୍ତିର ପବିତ୍ର ସିନ୍ଦକ୍ସ୍ଟକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶୀଳା ଖଣ୍ତଗକ୍ସ୍ଟଡିକ ସବୁଦିନ ପାଇଁ ଇଶ୍ରାୟେଲବାସୀଙ୍କର କଥାକକ୍ସ୍ଟ ମନେପକାଉ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନ; କାଳଯାଏ ସ୍ମରଣୀୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ଯର୍ଦ୍ଦନ ନଦୀର ଜଳ ଧାରକୁ ବନ୍ଦ କରିଥିଲେ। ସେହି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ଚୁକ୍ତିର ପବିତ୍ର ସିନ୍ଦୁକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶିଳା ଖଣ୍ତଗୁଡ଼ିକ ସବୁଦିନ ପାଇଁ ଇସ୍ରାଏଲବାସୀଙ୍କର କଥାକୁ ମନେପକାଉ ଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଅନନ୍ତ କାଳଯାଏ ସ୍ମରଣୀୟ ହେବ।