Joshua 4:9 — Compare Translations

5 translations compared side by side

Odia - 1840
"ଯିହାଶୂେୟ ୟର୍ଦ୍ଦନ ନଦୀର ମଝି ରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠା ରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ଧରି ଠିଆ ହାଇେଥିଲେ। ଯାହାକି ଆଜି ପର୍ୟ୍ଯନ୍ତ ପଥରଖଣ୍ତଗକ୍ସ୍ଟଡିକ ସହେି ସ୍ଥାନ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଯର୍ଦ୍ଦନ ନଦୀର ମଝିରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠାରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ଧରି ଠିଆ ହୋଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ପଥରଖଣ୍ତଗୁଡ଼ିକ ସେହି ସ୍ଥାନରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।