Joshua 5:10 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଲୋକମାନେ ନିସ୍ତାର ପର୍ବପାଳନ କଲେ, ଯେତବେେଳେ ସମାନେେ ଯିରୀହାେ ସମତଳ ଅଞ୍ଚଳ ନିକଟରେ ଛାଉଣୀ ସ୍ଥାପନ କଲେ। ତାହା ଥିଲା ସହେି ମାସ ଚଉଦ ତାରିଖ ସଂନ୍ଧ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଲୋକମାନେ ନିସ୍ତାରପର୍ବ ପାଳନ କଲେ, ଯେତେବେଳେ ସେମାନେ ଯିରୀହୋ ସମତଳ ଅଞ୍ଚଳ ନିକଟରେ ଛାଉଣି ସ୍ଥାପନ କଲେ। ତାହା ଥିଲା ସେହି ମାସ ଚଉଦ ତାରିଖ ସନ୍ଧ୍ୟା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।