Joshua 5:11 — Compare Translations
5 translations compared side by side
Odia - 1840
"ଆଉ ନିସ୍ତାର ପର୍ବର ପୂର୍ବଦିନ ସମାନେେ ଦେଶର ଶସ୍ଯ ତାଡିଶୂନ୍ଯ ରୋଟୀ ଓ ଭଜା ଶସ୍ଯ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୋଟୀ ଓ ଭଜା ଶସ୍ୟ ଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ନିସ୍ତାରପର୍ବର ପୂର୍ବଦିନ ସେମାନେ ଦେଶର ଶସ୍ୟ ତାଡ଼ିଶୂନ୍ୟ ରୋଟୀ ଓ ଭଜା ଶସ୍ୟ ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।