Joshua 5:12 — Compare Translations

5 translations compared side by side

Odia - 1840
"ତା'ପରଦିନ ସକାଳେ, ସ୍ବର୍ଗର ଖାଦ୍ୟ ମାନ୍ନା ଆକାଶରକ୍ସ୍ଟ ପଡିବା ବନ୍ଦ ହେଲା, ସମାନେେ ସହେି ଦେଶର ଶସ୍ଯ ଭୋଜନ କଲାରକ୍ସ୍ଟ ଏପରି ହେଲା। ତେଣୁ ଇଶ୍ରାୟେଲର ଲୋକମାନେ ଆଉ ମାନ୍ନା ଖାଦ୍ୟ ପାଇଲେ ନାହିଁ। ସହେି ସମୟଠାରକ୍ସ୍ଟ ସମାନେେ କାଣାନର ଶସ୍ଯ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ସକାଳେ, ସ୍ୱର୍ଗର ଖାଦ୍ୟ ମାନ୍ନା ଆକାଶରୁ ପଡ଼ିବା ବନ୍ଦ ହେଲା, ସେମାନେ ସେହି ଦେଶର ଶସ୍ୟ ଭୋଜନ କଲାରୁ ଏପରି ହେଲା। ତେଣୁ ଇସ୍ରାଏଲର ଲୋକମାନେ ଆଉ ମାନ୍ନା ଖାଦ୍ୟ ପାଇଲେ ନାହିଁ। ସେହି ସମୟଠାରୁ ସେମାନେ କିଣାନର ଶସ୍ୟ ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।