Joshua 5:13 — Compare Translations
5 translations compared side by side
Odia - 1840
"ଯେତବେେଳେ ଯିହାଶୂେୟ ଯିରୀହାେ ନିକଟରେ ଛିଡା ହାଇେଥିଲେ, ତାଙ୍କ ସମ୍ମକ୍ସ୍ଟଖ ରେ ଏକ ଲୋକ ଛିଡା ହାଇେଥିଲା। ସେ ଲକ୍ଷ୍ଯ କଲେ ଲୋକଟି ତା'ହାତ ରେ ଏକ ଖଣ୍ତା ଟାଣି ବାହାର କଲା। ଯିହାଶୂେୟ ତା'ର ନିକଟକକ୍ସ୍ଟ ଗଲେ ଓ ପଚାରିଲେ, ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧକ୍ସ୍ଟ ନା ଶତୃ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍ଗହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?
Odia Bible ERV 2004 (ପବିତ୍ର ବାଇବଲ)
The Commander of the Lord’s Army ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା’ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା’ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?