Joshua 5:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସୈନ୍ଯ ଦଳର ସନୋପତି ଉତ୍ତର ଦେଲେ, ତକ୍ସ୍ଟମ୍ଭ ପାଦରକ୍ସ୍ଟ ପାଦୂକା କାଢ, କାରଣ ଯେଉଁ ସ୍ଥାନ ରେ ତୁମ୍ଭେ ଛିଡା ହାଇେଅଛ, ସେ ସ୍ଥାନ ପବିତ୍ର। ତେଣୁ ୟିହୋଶୂଯ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର । ଆଉ ଯିହୋଶୂୟ ସେପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ସୈନ୍ୟଦଳର ସେନାପତି ଉତ୍ତର ଦେଲେ, “ତୁମ୍ଭ ପାଦରୁ ପାଦୂକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଛିଡ଼ା ହୋଇଅଛ, ସେ ସ୍ଥାନ ପବିତ୍ର।” ତେଣୁ ଯିହୋଶୂୟ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।