Joshua 5:2 — Compare Translations
5 translations compared side by side
Odia - 1840
"ସହେି ସମୟରେ, ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଶିଳାର ଛକ୍ସ୍ଟରିମାନ ତିଆରି କରି ଆଉ ଥରେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ସକ୍ସ୍ଟନ୍ନତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ଵିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସୁନ୍ନତ ହେଲେ ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ତିଆରି କରି ଆଉ ଥରେ ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର।”
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।