Joshua 5:3 — Compare Translations

5 translations compared side by side

Odia - 1840
"ତେଣୁ ଯିହାଶୂେୟ ଛକ୍ସ୍ଟରୀମାନ ତିଆରି କରି ଗିବିଯୋତ ହରଲୋତ୍ ପର୍ବତ ନିକଟରେ ଇଶ୍ରାୟେଲ ସନ୍ତାନଗଣଙ୍କର ସକ୍ସ୍ଟନ୍ନତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ଵକ୍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟ ଛୁରୀମାନ ତିଆରି କରି ଗିବିୟୋତ ହ‌ର୍‌ଲୋତ୍ ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣଙ୍କର ସୁନ୍ନତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣର ସୁନ୍ନତ କରାଇଲେ।