Joshua 5:6 — Compare Translations

4 translations compared side by side

Odia - 1840
"ସଦାପ୍ରଭୁ ସମାନଙ୍କେୁ ଉର୍ବର ଓ ଦକ୍ସ୍ଟଗ୍ଧ ମଧକ୍ସ୍ଟ ପ୍ରବାହିତ ଦେଶ ନ ଦଖାଇବୋ ପାଇଁ ପ୍ରତିଜ୍ଞା କଲେ, ଯାହା ସେ ସମାନଙ୍କେର ପୂର୍ବପୁରୁଷଗଣଙ୍କଠା ରେ ଆମ୍ଭକକ୍ସ୍ଟ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ।ତେଣୁ ସମାନଙ୍କେର ପକ୍ସ୍ଟତ୍ରଗଣ ସମାନଙ୍କେର ମୃତକ୍ସ୍ଟ୍ଯପରେ ସମାନଙ୍କେର ଜାଗାଗକ୍ସ୍ଟଡିକ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।