Joshua 5:7 — Compare Translations

4 translations compared side by side

Odia - 1840
"ସମାନେେ ବାଟରେ ସକ୍ସ୍ଟନ୍ନତ ହାଇେ ନଥିଲେ, ତେଣୁ ସମାନେେ ରାସ୍ତା ରେ ଯିହାଶୂେୟଙ୍କ ଦ୍ବାରା ସକ୍ସ୍ଟନ୍ନତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।