Joshua 5:8 — Compare Translations
5 translations compared side by side
Odia - 1840
"ୟିହୋଶୂଯ ସମାନଙ୍କେର ସକ୍ସ୍ଟନ୍ନତ ଶଷେ କଲେ। ଲୋକମାନେ ସତଜେ ହବୋ ପର୍ୟ୍ଯନ୍ତ ସମାନଙ୍କେର ସ୍ଥାନ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେମାନଙ୍କର ସୁନ୍ନତ ଶେଷ କଲେ। ଲୋକମାନେ ସତେଜ ହେବା ପର୍ଯ୍ୟନ୍ତ ସେମାନଙ୍କର ସ୍ଥାନରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।