Joshua 5:9 — Compare Translations

5 translations compared side by side

Odia - 1840
"ସହେି ସମୟରେ, ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭମାନେେ ମିଶରର ଦାସ ଥିଲ, ଏବଂ ଏହା ତୁମ୍ଭକୁ ଲଜ୍ଜା ଦେଉଥିଲା। କିନ୍ତୁ ଆଜି ମୁ ଲଜ୍ଜାକକ୍ସ୍ଟ ନିବାରଣ କରିଅଛି। ତେଣୁ ୟିହୋଶୂଯ ସେ ସ୍ଥାନର ନାମ ଦେଲେ, ଗିଲ୍ଗାଲ୍, ଏବଂ ସହେି ଗିଲ୍ଗାଲ୍ ନାମ ଆଜି ମଧ୍ଯ ପ୍ରଚଳିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ (ଘୁଞ୍ଚିବାର) ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନରେ ପ୍ରଥମ ନିସ୍ତାରପର୍ବ ସେହି ସମୟରେ, ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେମାନେ ମିଶରର ଦାସ ଥିଲ, ଏବଂ ଏହା ତୁମ୍ଭକୁ ଲଜ୍ଜା ଦେଉଥିଲା। କିନ୍ତୁ ଆଜି ମୁଁ ଲଜ୍ଜାକୁ ନିବାରଣ କରିଅଛି।” ତେଣୁ ଯିହୋଶୂୟ ସେ ସ୍ଥାନର ନାମ ଦେଲେ, ଗି‌ଲ୍‌ଗଲ୍, ଏବଂ ସେହି ଗି‌ଲ୍‌ଗଲ୍ ନାମ ଆଜି ମଧ୍ୟ ପ୍ରଚଳିତ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।