Joshua 6:1 — Compare Translations

5 translations compared side by side

Odia - 1840
"ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲା ନାହିଁ ଓ କେହି ଭିତରକୁ ଆସିଲା ନାହିଁ) ଯିହୋ.୨:୧
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)
Odia IRV 2017 (ଓଡିଆ ବାଇବେଲ)
(ସେହି ସମୟରେ ଇସ୍ରାଏଲ ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)