Joshua 6:10 — Compare Translations

5 translations compared side by side

Odia - 1840
"ଯିହାଶୂେୟ ଲୋକମାନଙ୍କୁ ଆଦେଶ ଦେଲେ, ୟକ୍ସ୍ଟଦ୍ଧ ଡାକରା ଦିଅ ନାହିଁ ମୁ ନ କହିବାୟାଏ ତୁମ୍ଭର ସ୍ବର ଶୁଣିବାକୁ ଦିଅନାହିଁ। ତା'ପରେ ମୁ କହିଲି, ତୁମ୍ଭେ ୟକ୍ସ୍ଟଦ୍ଧ ଡାକରା ଦଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ଵନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ଵନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ଵନି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଲୋକମାନଙ୍କୁ ଆଦେଶ ଦେଲେ, “ଯୁଦ୍ଧ ଡାକରା ଦିଅ ନାହିଁ ମୁଁ ନ କହିବାଯାଏ ତୁମ୍ଭର ସ୍ୱର ଶୁଣିବାକୁ ଦିଅ ନାହିଁ। ତା’ପରେ ମୁଁ କହିଲେ, ତୁମ୍ଭେ ଯୁଦ୍ଧ ଡାକରା ଦେଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।