Joshua 6:11 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ଯିହାଶୂେୟ ପବିତ୍ର ସିନ୍ଦକ୍ସ୍ଟକ ସହିତ ଯାଜକ ଓ ସୈନ୍ଯଗଣଙ୍କକ୍ସ୍ଟ ଥରେ ସହର ପରିକ୍ରମା କରାଇଲେ। ଏହାପରେ ସମାନେେ ଛାଉଣୀକକ୍ସ୍ଟ ଫରେିଆସି ବିଶ୍ରାମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକି ଆସିଲେ, ଆଉ ଛାଉଣିରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଯିହୋଶୂୟ ପବିତ୍ର ସିନ୍ଦୁକ ସହିତ ଯାଜକ ଓ ସୈନ୍ୟଗଣଙ୍କୁ ଥରେ ସହର ପରିକ୍ରମା କରାଇଲେ। ଏହା ପରେ ସେମାନେ ଛାଉଣିକୁ ଫେରି ଆସି ବିଶ୍ରାମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।