Joshua 6:12 — Compare Translations
5 translations compared side by side
Odia - 1840
"ପ୍ରଭାତ ରେ ଯିହାଶୂେୟ ବିଛଣା ତ୍ଯାଗ କଲେ ଓ ଏହାପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିଯମ ସିନ୍ଦକ୍ସ୍ଟକ ଧରି ବାହାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।