Joshua 6:13 — Compare Translations

5 translations compared side by side

Odia - 1840
"ଏବଂ ସାତଜଣ ଜାବକ ପବିତ୍ର ସିନ୍ଦକ୍ସ୍ଟକ ଆଗ ରେ ମଷେ ଶିଙ୍ଗା ରେ ତିଆରି ତୂରୀ ବଜାଇ ବଜାଇ ଚାଲିଲେ। ସଶସ୍ତ୍ର ସୈନିକମାନେ ମଧ୍ଯ ସମାନଙ୍କେ ଆଗ ରେ ଚାଲିଲେ। ପଛପଟର ପ୍ରହାରୀମାନେ ପବିତ୍ର ସିନ୍ଦକ୍ସ୍ଟକ ପେଛ ପେଛ ଚାଲିଲେ। ଏହିପରି ଭାବରେ ସମାନେେ ଅବିରତ ଭାବେ ତୂରୀ ବଜାଇ ନଗର ପରିକ୍ରମା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସାତ ଯାଜକ ମହାଶଦ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀରେ ତିଆରି ତୂରୀ ବଜାଇ ବଜାଇ ଗ୍ଭଲିଲେ। ସଶସ୍ତ୍ର ସୈନିକମାନେ ମଧ୍ୟ ସେମାନଙ୍କ ଆଗରେ ଗ୍ଭଲିଲେ। ପଛପଟର ପ୍ରହରୀମାନେ ପବିତ୍ର ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ଏହିପରି ଭାବରେ ସେମାନେ ଅବିରତ ଭାବେ ତୂରୀ ବଜାଇ ନଗର ପରିକ୍ରମା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)