Joshua 6:14 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ଦ୍ବିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହାପରେ ଛାଉଣୀକକ୍ସ୍ଟ ଫରେି ଆସିଲେ। ଏହିପରି ଭାବରେ ସମାନେେ ଛଅଦିନ ପର୍ୟ୍ଯନ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ଵିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକି ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଦ୍ୱିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହା ପରେ ଛାଉଣିକୁ ଫେରି ଆସିଲେ। ଏହିପରି ଭାବରେ ସେମାନେ ଛଅ ଦିନ ପର୍ଯ୍ୟନ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।