Joshua 6:15 — Compare Translations

5 translations compared side by side

Odia - 1840
"ସଲ୍ଗମ ଦିନ ସୂର୍ େଯ୍ଯାଦଯ ପର୍ବରକ୍ସ୍ଟ ଉଠି ସମାନେେ ସହରକକ୍ସ୍ଟ ସାତଥର ପରିକ୍ରମା କଲେ। ପୂର୍ବଥର ଯେଉଁ ପଥରେ ପରିକ୍ରମା କରିଥିଲେ, ଏଥର ମଧ୍ଯ ସହେି ପଥଦଇେ ଗଲେ। କିନ୍ତୁ ସହେି ଦିନ ସମାନେେ ସାତଥର ନଗର ପରିକ୍ରମା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିନ ସୂର୍ଯ୍ୟୋଦୟ ପୂର୍ବରୁ ଉଠି ସେମାନେ ସହରକୁ ସାତଥର ପରିକ୍ରମା କଲେ। ପୂର୍ବଥର ଯେଉଁ ପଥରେ ପରିକ୍ରମା କରିଥିଲେ, ଏଥର ମଧ୍ୟ ସେହି ପଥଦେଇ ଗଲେ। କିନ୍ତୁ ସେହି ଦିନ ସେମାନେ ସାତଥର ନଗର ପରିକ୍ରମା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।