Joshua 6:16 — Compare Translations
5 translations compared side by side
Odia - 1840
"ସଲ୍ଗମ ଥର ନଗର ପ୍ରଦକ୍ଷିଣ କରିବା ବେଳେ ଯାଜକମାନେ ଶିଙ୍ଗା ବଜାଇଲେ। ଏହି ସମୟରେ ଯିହାଶୂେୟ ନିର୍ଦ୍ଦେଶ ଦେଲେ, ବର୍ତ୍ତମାନ ଜଯଧ୍ବନି ଦିଅ। ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭକୁ ଏ ନଗର ଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, ଜୟଧ୍ଵନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଥର ନଗର ପ୍ରଦକ୍ଷିଣ କରିବା ବେଳେ ଯାଜକମାନେ ତୂରୀ ବଜାଇଲେ। ଏହି ସମୟରେ ଯିହୋଶୂୟ ନିର୍ଦ୍ଦେଶ ଦେଲେ, “ବର୍ତ୍ତମାନ ଜୟଧ୍ୱନି ଦିଅ। ଯେହେତୁ ସଦାପ୍ରଭୁ ତୁମ୍ଭକୁ ଏ ନଗର ଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।