Joshua 6:17 — Compare Translations
5 translations compared side by side
Odia - 1840
"ମାତ୍ର ନଗର ଓ ତନ୍ମଧ୍ଯସ୍ଥ ସମସ୍ତ ବସ୍ତକ୍ସ୍ଟ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗିତ ହବେ। କବଳେ ବ୍ଯଭୀଗ୍ଭରଣୀ ରାହବ, ସହେି ଗୃହ ରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ। କାରଣ ସେ ଆମ୍ଭମାନଙ୍କ ଗକ୍ସ୍ଟଲ୍ଗଚରମାନଙ୍କୁ ଲକ୍ସ୍ଟଗ୍ଭଇ ରଖିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଦୂତମାନଙ୍କୁ ଲୁଚାଇ ରଖିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ। କେବଳ ବ୍ୟଭିଗ୍ଭରଣୀ ରାହାବ, ସେହି ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ। କାରଣ ସେ ଆମ୍ଭମାନଙ୍କ ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।