Joshua 6:18 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେି ଦ୍ରବ୍ଯରକ୍ସ୍ଟ କିଛି ନଦବୋ ପାଇଁ ସାବଧାନ ହବୋ ଉଚିତ୍, ଯାହାକି ନଷ୍ଟ କରାୟିବ। ଯଦି ତୁମ୍ଭମାନେେ ସହେି ଦ୍ରବ୍ଯଗୁଡିକୁ ଇଶ୍ରାୟେଲର ଛାଉଣୀ ଭିତରକକ୍ସ୍ଟ ନିଅ, ତୁମ୍ଭମାନେେ ଏହା ଆପଣା ଉପରକକ୍ସ୍ଟ ବିପଦ ଆଣିବ ଏବଂ ତୁମ୍ଭମାନେେ ଇଶ୍ରାୟେଲ ଛାଉଣୀ ଧ୍ବଂସ କରିବାର କାରଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସି-ମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକି ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଦ୍ରବ୍ୟରୁ କିଛି ନ ଦେବା ପାଇଁ ସାବଧାନ ହେବା ଉଚିତ୍, ଯାହାକି ନଷ୍ଟ କରାଯିବ। ଯଦି ତୁମ୍ଭେମାନେ ସେହି ଦ୍ରବ୍ୟଗୁଡ଼ିକୁ ଇସ୍ରାଏଲର ଛାଉଣି ଭିତରକୁ ନିଅ, ତେବେ ତୁମ୍ଭେମାନେ ଆପଣା ଉପରକୁ ବିପଦ ଆଣିବ ଏବଂ ତୁମ୍ଭେମାନେ ଇସ୍ରାଏଲ ଛାଉଣି ଧ୍ୱଂସ କରିବାର କାରଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।
Odia IRV 2017 (ଓଡିଆ ବାଇବେଲ)