Joshua 6:19 — Compare Translations
5 translations compared side by side
Odia - 1840
"ସମସ୍ତ ରୂପା, ସକ୍ସ୍ଟନା, ସମସ୍ତ ପିତ୍ତଳ ଓ ଲକ୍ସ୍ଟହାର ପାତ୍ର ଓ କରଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ ଓ ଏହା ସଦାପ୍ରଭୁଙ୍କ ଭଣ୍ତାରକକ୍ସ୍ଟ ଗ୍ଭଲିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ତାରକୁ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।