Joshua 6:2 — Compare Translations
5 translations compared side by side
Odia - 1840
"ତେଣୁ ଯିହାଶୂେୟଙ୍କକ୍ସ୍ଟ ସଦାପ୍ରଭୁ ପକ୍ସ୍ଟଣିଥରେ କହିଲେ, ଦେଖ, ଯିରୀହାେ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ୈସନ୍ଯମାନଙ୍କୁ ପରାସ୍ତ କରିବାକୁ ମୁ ତୁମ୍ଭକୁ ଅନକ୍ସ୍ଟମତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା-ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା- ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।