Joshua 6:20 — Compare Translations
5 translations compared side by side
Odia - 1840
"ଯାଜକମାନେ ମଷେ ଶିଙ୍ଗା ବଜାଇଲେ, ଲୋକମାନେ ମଷେ ଶିଙ୍ଗା ଶଦ୍ଦ ଶକ୍ସ୍ଟଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ଯକକ୍ସ୍ଟ ଦୌଡିଲେ। ଇଶ୍ରାୟେଲର ଲୋକମାନେ ନଗରକକ୍ସ୍ଟ ଅକ୍ତିଆର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ଲୋକମାନେ ଜୟଧ୍ଵନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ଵନି ଶୁଣି ମହାଜୟଧ୍ଵନିରେ ଜୟଧ୍ଵନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ମେଷ ତୂରୀ ବଜାଇଲେ, ଲୋକମାନେ ମେଷ ତୂରୀ ଶବ୍ଦ ଶୁଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ୟକୁ ଦୌଡ଼ିଲେ। ଇସ୍ରାଏଲର ଲୋକମାନେ ନଗରକୁ ଅକ୍ତିଆର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହାଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।