Joshua 6:21 — Compare Translations
5 translations compared side by side
Odia - 1840
"ଲୋକମାନେ ସହର ରେ ଧ୍ବଂସର ଲିଳା ଚଳାଇଲେ। ସମାନେେ ସଠାେରେ ଥିବା ସମସ୍ତ ଜୀବିତ ବସ୍ତକ୍ସ୍ଟକକ୍ସ୍ଟ ଧ୍ବଂସ କଲେ। ସମାନେେ ୟକ୍ସ୍ଟବକମାନଙ୍କୁ ହତ୍ଯା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀ ଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀ ଲୋକମାନଙ୍କୁ, ପଶକ୍ସ୍ଟ ମଷେ ଏବଂ ଗଧମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ଼୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସହରରେ ଧ୍ୱଂସର ଲୀଳା ଚଳାଇଲେ। ସେମାନେ ସେଠାରେ ଥିବା ସମସ୍ତ ଜୀବିତ ବସ୍ତୁକୁ ଧ୍ୱଂସ କଲେ। ସେମାନେ ଯୁବକମାନଙ୍କୁ ହତ୍ୟା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀଲୋକମାନଙ୍କୁ, ପଶୁ, ମେଷ ଏବଂ ଗଧମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।