Joshua 6:22 — Compare Translations
5 translations compared side by side
Odia - 1840
"ଯିହାଶୂେୟ ଦକ୍ସ୍ଟଇଜଣ ଗକ୍ସ୍ଟଲ୍ଗଚରଙ୍କକ୍ସ୍ଟ ଡାକି କହିଲେ, ତୁମ୍ଭେ ସେ ବେଶ୍ଯା ଗୃହକକ୍ସ୍ଟ ୟାଅ ଓ ତାକକ୍ସ୍ଟ ବାହାରକକ୍ସ୍ଟ ଆଣ ଏବଂ ତାହା ସହିତ ଥିବା ସମସ୍ତ ଲୋକଙ୍କକ୍ସ୍ଟ ମଧ୍ଯ ବାହାରକକ୍ସ୍ଟ ଆଣ। ଏହିପରି କର କାରଣ ତୁମ୍ଭେ ସମାନଙ୍କେ ସହିତ ଏହିପରି ପ୍ରତିଜ୍ଞା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକି ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ଦୁଇ ଜଣ ଗୁପ୍ତଚରଙ୍କୁ ଡାକି କହିଲେ, “ତୁମ୍ଭେ ସେ ବେଶ୍ୟା ଗୃହକୁ ଯାଅ ଓ ତାକୁ ବାହାରକୁ ଆଣ ଏବଂ ତାହା ସହିତ ଥିବା ସମସ୍ତ ଲୋକଙ୍କୁ ମଧ୍ୟ ବାହାରକୁ ଆଣ। ଏହିପରି କର କାରଣ ତୁମ୍ଭେ ସେମାନଙ୍କ ସହିତ ଏହିପରି ପ୍ରତିଜ୍ଞା କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।