Joshua 6:23 — Compare Translations

5 translations compared side by side

Odia - 1840
"ତେଣୁ ସେ ଦକ୍ସ୍ଟଇଜଣ ଗକ୍ସ୍ଟଲ୍ଗଚର ଗୃହ ମଧ୍ଯକକ୍ସ୍ଟ ପ୍ରବେଶ କଲେ ଏବଂ ରାହବକକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସମାନେେ ମଧ୍ଯ ରାହବର ପିତା, ମାତା, ଭଉଣୀ ଏବଂ ତା'ର ସମସ୍ତ ପରିବାରବର୍ଗ ଏବଂ ତାହା ସହିତ ଥବା ସମସ୍ତ ଲୋକମାନଙ୍କୁ ବାହାରକକ୍ସ୍ଟ ଆଣିଲେ। ଏବଂ ସମାନଙ୍କେୁ ଇଶ୍ରାୟେଲର ଛାଉଣୀ ବାହା ରେ ନରାପଦ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଯୁବା ଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଦୁଇ ଜଣ ଗୁପ୍ତଚର ଗୃହ ମଧ୍ୟକୁ ପ୍ରବେଶ କଲେ ଏବଂ ରାହାବକୁ ବାହାରକୁ ଆଣିଲେ। ସେମାନେ ମଧ୍ୟ ରାହାବର ପିତା, ମାତା, ଭଉଣୀ ଏବଂ ତା’ର ସମସ୍ତ ପରିବାରବର୍ଗ ଏବଂ ତାହା ସହିତ ଥିବା ସମସ୍ତ ଲୋକମାନଙ୍କୁ ବାହାରକୁ ଆଣିଲେ। ଏବଂ ସେମାନଙ୍କୁ ଇସ୍ରାଏଲର ଛାଉଣି ବାହାରେ ନିରାପଦରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)