Joshua 6:24 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ଲୋକମାନେ ସେ ସହର ରେ ଅଗ୍ନି ସଂୟୋଗ କଲେ। ସମାନେେ ସହରର ସକ୍ସ୍ଟନା, ରୂପା, ଲୌହବସ୍ତକ୍ସ୍ଟ ଓ ପିତ୍ତଳ ଇତ୍ଯାଦିକକ୍ସ୍ଟ ଛାଡି ସମସ୍ତ ବସ୍ତକ୍ସ୍ଟକକ୍ସ୍ଟ ପୋଡି଼ ନଷ୍ଟ କରି ଦେଲେ ଏବଂ ଏହି ବସ୍ତକ୍ସ୍ଟମାନଙ୍କୁ ସଦାପ୍ରଭୁଙ୍କର ଭଣ୍ତାର ଗୃହ ରେ ଜମା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତ ସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ଲୋକମାନେ ସେ ସହରରେ ଅଗ୍ନି ସଂଯୋଗ କଲେ। ସେମାନେ ସହରର ସୁନା, ରୂପା, ଲୌହବସ୍ତୁ ଓ ପିତ୍ତଳ ଇତ୍ୟାଦିକୁ ଛାଡ଼ି ସମସ୍ତ ବସ୍ତୁକୁ ପୋଡ଼ି ନଷ୍ଟ କରି ଦେଲେ ଏବଂ ଏହି ବସ୍ତୁମାନଙ୍କୁ ସଦାପ୍ରଭୁଙ୍କର ଭଣ୍ତାର ଗୃହରେ ଜମା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତ ସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।