Joshua 6:25 — Compare Translations

5 translations compared side by side

Odia - 1840
"ୟିହୋଶୂଯ ରାହବକକ୍ସ୍ଟ ଓ ତା'ର ପରିବାରବର୍ଗମାନଙ୍କୁ ରକ୍ଷା କଲେ କାରଣ ସେ ଗକ୍ସ୍ଟଲ୍ଗଚରମାନଙ୍କୁ ସାହାୟ୍ଯ କରିଥିଲା ଓ ରକ୍ଷା କରିଥିଲା। ଯିରୀହାେ ସହର ଉପରେ ଗକ୍ସ୍ଟଲ୍ଗ ଦୃଷ୍ଟି ରଖିବା ପାଇଁ ଯିହାଶୂେୟ ପଠାଇଥିବା ଗକ୍ସ୍ଟଲ୍ଗଚରମାନଙ୍କୁ ଲକ୍ସ୍ଟଗ୍ଭଇ ରଖିଥିଲା। ତେଣୁ ରାହବ ଏବେ ମଧ୍ଯ ଇଶ୍ରାୟେଲମାନଙ୍କ ସହିତ ବାସ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ଵ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ଵେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଦୂତମାନଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ରାହାବକୁ ଓ ତା’ର ପରିବାରବର୍ଗମାନଙ୍କୁ ରକ୍ଷା କଲେ କାରଣ ସେ ଗୁପ୍ତଚରମାନଙ୍କୁ ସାହାଯ୍ୟ କରିଥିଲା ଓ ରକ୍ଷା କରିଥିଲା। ଯିରୀହୋ ସହର ଉପରେ ଗୁପ୍ତ ଦୃଷ୍ଟି ରଖିବା ପାଇଁ ଯିହୋଶୂୟ ପଠାଇଥିବା ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା। ତେଣୁ ରାହାବ ଏବେ ମଧ୍ୟ ଇସ୍ରାଏଲମାନଙ୍କ ସହିତ ବାସ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।
Odia IRV 2017 (ଓଡିଆ ବାଇବେଲ)