Joshua 6:26 — Compare Translations

5 translations compared side by side

Odia - 1840
"ସହେି ସମୟରେ ୟିହୋଶୂଯ ଏହି ପ୍ରତିଜ୍ଞା କରିଥିଲେ, ଯେ କହେି ଯିରୀହାେ ନଗର ପକ୍ସ୍ଟନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ବାରା ଶାପଗ୍ରସ୍ତ ହବେ, ସେ ଆପଣା ଜେଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଦ୍ବାରମାନ ସ୍ଥାପନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଦ୍ଵାରମାନ ସ୍ଥାପନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯିହୋଶୂୟ ଏହି ପ୍ରତିଜ୍ଞା କରିଥିଲେ, “ଯେକେହି ଯିରୀହୋ ନଗର ପୁନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ୱାରା ଶାପଗ୍ରସ୍ତ ହେବ, ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।