Joshua 6:27 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ସଦାପ୍ରଭୁ ଯିହାଶୂେୟଙ୍କ ସହିତ ରହିଲେ ଓ ୟିହୋଶୂଯଙ୍କର କୀର୍ତ୍ତି ଗ୍ଭରିଆଡେ ବ୍ଯାପିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ସଦାପ୍ରଭୁ ଯିହୋଶୂୟଙ୍କ ସହିତ ରହିଲେ ଓ ଯିହୋଶୂୟଙ୍କର କୀର୍ତ୍ତି ଗ୍ଭରିଆଡ଼େ ବ୍ୟାପିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।