Joshua 6:3 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡେ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭମାନେେ ଛଅ ଦିନ ଧରି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ । ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଦିନ ଥରେ ସମସ୍ତ ଯୋଦ୍ଧା ନଗର ଗ୍ଭରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାର ତୁମ୍ଭେମାନେ ଛଅ ଦିନ ଧରି କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।