Joshua 6:4 — Compare Translations

5 translations compared side by side

Odia - 1840
"ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ସାତୋଟି ମେଷ ତୂରୀ ସହିତ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ସମ୍ମୁଖକୁ ଯିବେ। ଆଉ ସପ୍ତମ ଦିନରେ ତୁମ୍ଭେମାନେ ସାତଥର ନଗର ପ୍ରଦକ୍ଷିଣ କରିବା ଉଚିତ୍ ଓ ଯାଜକମାନେ ମେଷର ତୂରୀ ବଜାଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;