Joshua 6:5 — Compare Translations

5 translations compared side by side

Odia - 1840
"ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯେତେବେଳେ ସେମାନେ ମହାଶଦ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ଵନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶଦ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ଵନିରେ ଜୟଧ୍ଵନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଯାଜକମାନେ ମେଷ ତୂରୀରେ ଦୀର୍ଘ ଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ ସେତେବେଳେ ସମସ୍ତ ଲୋକ ମହାଜୟ ଧ୍ୱନିରେ ଜୟଧ୍ୱନି କରିବେ ଏବଂ ପ୍ରାଚୀର ପଡ଼ିଯିବ ଓ ସମସ୍ତ ଲୋକମାନେ ସିଧା ନଗରକୁ ଯିବାକୁ ସକ୍ଷମ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।