Joshua 6:7 — Compare Translations

5 translations compared side by side

Odia - 1840
"ତା'ପରେ ୟିହୋଶୂଯ ଲୋକମାନଙ୍କୁ କହିଲେ, ବର୍ତ୍ତମାନ ୟାଅ, ସହର ରେ ପ୍ରଦକ୍ଷିଣ କର। ସୈନ୍ଯମାନେ ପବିତ୍ର ସିନ୍ଦକ୍ସ୍ଟକର ଆଗ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ଯାଅ, ସହରରେ ପ୍ରଦକ୍ଷିଣ କର। ସୈନ୍ୟମାନେ ପବିତ୍ର ସିନ୍ଦୁକର ଆଗରେ ରହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।