Joshua 6:9 — Compare Translations

5 translations compared side by side

Odia - 1840
"ସୈନ୍ଯମାନେ ସମାନଙ୍କେର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମଷେ ଶିଙ୍ଗା ବଜାଉଥିଲେ ସମାନଙ୍କେର ସମ୍ମକ୍ସ୍ଟଖ ରେ ଚାଲିଲେ। ପ୍ରହରୀଗଣ ପବିତ୍ର ନିଯମ ସିନ୍ଦକ୍ସ୍ଟକ ପେଛ ପେଛ ଚାଲିଲେ। ସମାନେେ ଏହିପରି ଭାବରେ ଅବିରତ ମଷେ ଶିଙ୍ଗା ବଜାଇ ସହର ପରିକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍‍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍‍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।