Joshua 7:10 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ କାହିଁକି ଏପରି ଅଧମକ୍ସ୍ଟଖ ହାଇେ ଭୂମିରେ ପଡିଅଛ? ଛିଡା ହକ୍ସ୍ଟଅ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି ଅଧୋମୁଖ ହୋଇ ଭୂମିରେ ପଡ଼ିଅଛ? ଛିଡ଼ା ହୁଅ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?