Joshua 7:11 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ଲୋକମାନେ ମାେ ବିରକ୍ସ୍ଟଦ୍ଧ ରେ ପାପ କରିଛନ୍ତି। ମୁ ସମାନଙ୍କେୁ ଯେଉଁ ନିଯମ ମାନିବାକକ୍ସ୍ଟ ଦଇେଥିଲି, ସମାନେେ ତାହାକକ୍ସ୍ଟ ଅମାନ୍ଯ କରୁଛନ୍ତି। ସମାନେେ କିଛି ଜିନିଷ ଆଣିଛନ୍ତି, ଯାହାକକ୍ସ୍ଟ ମୁ ଧ୍ବଂସ କରିବାକୁ କହିଥିଲି। ସମାନେେ ମାଠାେରକ୍ସ୍ଟ ଏହା ଗ୍ଭରେି କରିଛନ୍ତି। ତା'ପରେ ସମାନେେ ଏହାକକ୍ସ୍ଟ ଅସ୍ବୀକାର କଲେ। ଆଉ ସଗେୁଡିକୁ ନିଜର ସାମଗ୍ରି ସହିତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଲୋକମାନେ ମୋ’ ବିରୁଦ୍ଧରେ ପାପ କରିଛନ୍ତି। ମୁଁ ସେମାନଙ୍କୁ ଯେଉଁ ନିୟମ ମାନିବାକୁ ଦେଇଥିଲି, ସେମାନେ ତାହାକୁ ଅମାନ୍ୟ କରିଛନ୍ତି। ସେମାନେ କିଛି ଜିନିଷ ଆଣିଛନ୍ତି, ଯାହାକୁ ମୁଁ ଧ୍ୱଂସ କରିବାକୁ କହିଥିଲି। ସେମାନେ ମୋ’ଠାରୁ ଏହା ଗ୍ଭେରି କରିଛନ୍ତି। ତା’ପରେ ସେମାନେ ଏହାକୁ ଅସ୍ୱୀକାର କଲେ। ଆଉ ସେଗୁଡ଼ିକୁ ନିଜର ସାମଗ୍ରୀ ସହିତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।