Joshua 7:12 — Compare Translations
5 translations compared side by side
Odia - 1840
"ସହେି କାରଣରକ୍ସ୍ଟ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ଫରେି ଆସିଛନ୍ତି। ସମାନେେ ଅପରାଧ କରିଥିବାରକ୍ସ୍ଟ ଓ ଧ୍ବଂସ କାର୍ୟ୍ଯକକ୍ସ୍ଟ ନିନ୍ଦା କରିଥିବାରକ୍ସ୍ଟ ସମାନେେ ପରାସ୍ତ ହେଲେ। ତୁମ୍ଭମାନେେ ତୁମ୍ଭମାନଙ୍କ ପାଖ ରେ ଥିବା ସହେି ଲକ୍ସ୍ଟଟ୍ ବସ୍ତକ୍ସ୍ଟକକ୍ସ୍ଟ ଧ୍ବଂସ ନ କଲା ପର୍ୟ୍ଯନ୍ତ ମୁ ତକ୍ସ୍ଟମ୍ଭ ସଙ୍ଗ ରେ ରହିପାରିବି ନାହିଁ, ଯେଉଁଗକ୍ସ୍ଟଡିକ ଧ୍ବଂସ କରିବା ପାଇଁ ମୁ ନିର୍ଦ୍ଦେଶ ଦଇେଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଲାଗି ଇସ୍ରାଏଲ ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।