Joshua 7:13 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ୟାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କକ୍ସ୍ଟହ, 'ନିଜକକ୍ସ୍ଟ ପବିତ୍ର କାର୍ୟ୍ଯ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି ମୁ ନଷ୍ଟ କରିବା ପାଇଁ କହିଥିବା ଲକ୍ସ୍ଟସ୍ଖନ ଦ୍ରବ୍ଯକକ୍ସ୍ଟ ତୁମ୍ଭମାନେେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତକ୍ସ୍ଟ ନଷ୍ଟ ନ କରିବା ୟାଏଁ ଶତୃମାନଙ୍କ ଉପରେ ଜଯଲାଭ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବାଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବା ଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବାଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।