Joshua 7:14 — Compare Translations

5 translations compared side by side

Odia - 1840
"'ପ୍ରଭାତ ରେ ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଠିଆ ହବେ। ସମସ୍ତ ପରିବାରବର୍ଗର ଲୋକମାନେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଦଣ୍ତାଯମାନ ହବେେ। ସଦାପ୍ରଭୁ ସମାନଙ୍କେ ମଧ୍ଯରକ୍ସ୍ଟ ଗୋଟିଏ ପରିବାରବର୍ଗଙ୍କକ୍ସ୍ଟ ବାଛିବେ। ଏହାପରେ ସହେି ପରିବାରବର୍ଗଟି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଦଣ୍ତାଯମାନ ହବେ। ସଦାପ୍ରଭୁ ସହେି ପରିବାରବର୍ଗରକ୍ସ୍ଟ ଗୋଟିଏ ଗୋଷ୍ଠୀକକ୍ସ୍ଟ ବାଛିବେ ଏବଂ ସମାନେେ ସଦାପ୍ରଭୁଙ୍କ ଆଗ ରେ ଛିଡା ହବେେ। ତା'ପରେ ସହେି ଗୋଷ୍ଠୀରୁ ସେ ଗୋଟିଏ ପରିବାରକକ୍ସ୍ଟ ବାଛିବେ। ତା'ପରେ ସେ ସହେି ପରିବାରର ପ୍ରେତ୍ୟକକ ଲୋକଙ୍କକ୍ସ୍ଟ ନିରୀକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ପ୍ରଭାତରେ ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବ। ସମସ୍ତ ପରିବାରବର୍ଗର ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବେ। ସଦାପ୍ରଭୁ ସେମାନଙ୍କ ମଧ୍ୟରୁ ଗୋଟିଏ ପରିବାରବର୍ଗରୁ ବାଛିବେ। ଏହା ପରେ ସେହି ପରିବାରବର୍ଗଟି ସଦାପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ। ସଦାପ୍ରଭୁ ସେହି ପରିବାରବର୍ଗକୁ ଗୋଟିଏ ଗୋଷ୍ଠୀକୁ ବାଛିବେ ଏବଂ ସେମାନେ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେବେ। ତା’ପରେ ସେହି ଗୋଷ୍ଠୀରୁ ସେ ଗୋଟିଏ ପରିବାରକୁ ବାଛିବେ। ତା’ପରେ ସେ ସେହି ପରିବାରର ପ୍ରତ୍ୟେକ ଲୋକଙ୍କୁ ନିରୀକ୍ଷଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ।