Joshua 7:16 — Compare Translations

5 translations compared side by side

Odia - 1840
"ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଯିହାଶୂେୟ ଇଶ୍ରାୟେଲର ସମସ୍ତ ଇଶ୍ରାୟେଲୀୟ ଲୋକମାନଙ୍କ ପରିବାରବର୍ଗ ଅନକ୍ସ୍ଟୟାଯୀ ସଦାପ୍ରଭୁଙ୍କ ଆଗକକ୍ସ୍ଟ ଆଣି ରେ। ଏବଂ ସଦାପ୍ରଭୁ ସେଥି ମଧ୍ଯରକ୍ସ୍ଟ ୟିହକ୍ସ୍ଟଦା ପରିବାରବର୍ଗକକ୍ସ୍ଟ ବାଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ଇସ୍ରାଏଲର ସମସ୍ତ ଇସ୍ରାଏଲୀୟ ଲୋକମାନଙ୍କ ପରିବାରବର୍ଗ ଅନୁଯାୟୀ ସଦାପ୍ରଭୁଙ୍କ ଆଗକୁ ଆଣିଲେ । ଏବଂ ସଦାପ୍ରଭୁ ସେଥିମଧ୍ୟରୁ ଯିହୁଦା ପରିବାରବର୍ଗକୁ ବାଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।