Joshua 7:17 — Compare Translations

5 translations compared side by side

Odia - 1840
"ତା'ପରେ ସେ ୟିହକ୍ସ୍ଟଦାର ପରିବାରର ପରିବାରବର୍ଗକକ୍ସ୍ଟ ଉପସ୍ଥିତ କଲେ। ସରହେ ଗୋଷ୍ଠୀ ପରମେଶ୍ବରଙ୍କ ଦ୍ବାରା ନିର୍ଦ୍ଧାରିତ ହେଲା। ତା'ପରେ ସରହେ ପରିବାରର ସମସ୍ତ ସଭ୍ଯ ସଦାପ୍ରଭୁଙ୍କ ଆଗ ରେ ଛିଡା ହେଲେ। ଜିମିରିର ପରିବାର ବଛାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସଦ୍ଦି ନିର୍ଣ୍ଣୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯିହୁଦାର ପରିବାରର ପରିବାରବର୍ଗକୁ ଉପସ୍ଥିତ କଲେ। ସେରହ ଗୋଷ୍ଠୀ ପରମେଶ୍ୱରଙ୍କ ଦ୍ୱାରା ନିର୍ଦ୍ଧାରିତ ହେଲା। ତା’ପରେ ସେରହ ପରିବାରର ସମସ୍ତ ସଭ୍ୟ ସଦାପ୍ରଭୁଙ୍କ ଆଗରେ ଛିଡ଼ା ହେଲେ। ଜିମିରିର ପରିବାର ବଛାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଯିହୁଦା ଗୋଷ୍ଠୀକୁ ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍‍ଦି ନିର୍ଣ୍ଣୀତ ହେଲା।